Psalms 84:1 — Compare Translations
5 translations compared side by side
Odia - 1840
"ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ ବାସ୍ତବରେ ସୁନ୍ଦର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ କୋରହ-ସନ୍ତାନଗଣର ଗୀତ । ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମଣ!
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ ସନ୍ତାନଗଣର ଗୀତ। ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ ବାସ୍ତବରେ ସୁନ୍ଦର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମ!
Odia IRV 2017 (ଓଡିଆ ବାଇବେଲ)
ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ଆବାସ କିପରି ପ୍ରିୟତମ!