Psalms 84:10 — Compare Translations
5 translations compared side by side
Odia - 1840
"ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ବରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହବୋ ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ଵୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ଵରଙ୍କ ଗୃହରେ ଦ୍ଵାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହେବା ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।