Psalms 84:11 — Compare Translations
5 translations compared side by side
Odia - 1840
"ସୂର୍ୟ୍ଯ ୟପରେି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢ଼ାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ୟ୍ଯ କରନ୍ତି ସମାନଙ୍କେ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ପରମେଶ୍ଵର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସୂର୍ଯ୍ୟ ଯେପରି ତା’ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ଯ୍ୟ କରନ୍ତି ସେମାନଙ୍କ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।