Psalms 84:12 — Compare Translations

5 translations compared side by side

Odia - 1840
"ହେ ସର୍ବଶକ୍ତିମାନ ସଦାପ୍ରଭୁ, ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ବାସ କରନ୍ତି ସମାନେେ କେତେ ଭାଗ୍ଯବାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସୈନ୍ୟାଧିପତି ପରମେଶ୍ଵର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସର୍ବଶକ୍ତିମାନ ସଦାପ୍ରଭୁ, ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ୱାସ କରନ୍ତି ସେମାନେ କେତେ ଭାଗ୍ୟବାନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।