Psalms 84:2 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା, ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଚା ହେଁ। ମୁଁ ମାରେ ହୃଦଯ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ବରଙ୍କ ଦର୍ଶନ ନିମନ୍ତେ ବ୍ଯାକୁଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ଵରଙ୍କ ନିମନ୍ତେ ଡକା ଛାଡ଼ଇ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା, ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଗ୍ଭହେଁ। ମୋର ହୃଦୟ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ୱରଙ୍କ ଦର୍ଶନ ନିମନ୍ତେ ବ୍ୟାକୁଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।