Psalms 84:3 — Compare Translations
5 translations compared side by side
Odia - 1840
"ହେ ସୈନ୍ଯାଧିପତି ସଦାପ୍ରଭୁ, ମାରେ ରାଜା, ମାରେ ପରମେଶ୍ବର, ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ ତୁମ୍ଭର ୟଜ୍ଞବଦେୀ ପାଖରେ ଏକ ବସା ପାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍ ଓ ମୋହର ପରମେଶ୍ଵର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,
Odia Bible ERV 2004 (ପବିତ୍ର ବାଇବଲ)
ହେ ସୈନ୍ୟାଧିପତି ସଦାପ୍ରଭୁ, ମୋର ରାଜା, ମୋର ପରମେଶ୍ୱର, ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ ତୁମ୍ଭର ଯଜ୍ଞବେଦି ପାଖରେ ଏକ ବସା ପାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,
Odia IRV 2017 (ଓଡିଆ ବାଇବେଲ)
ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୁ, ମୋହର ରାଜନ୍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,