Psalms 84:4 — Compare Translations

5 translations compared side by side

Odia - 1840
"ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସମାନେେ ଧନ୍ଯ, ସମାନେେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସେମାନେ ଧନ୍ୟ, ସେମାନେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। [ସେଲା]