Psalms 84:5 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ କେତେ ଭାଗ୍ଯବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ। ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ କେତେ ଭାଗ୍ୟବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ। ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।