Psalms 84:6 — Compare Translations

5 translations compared side by side

Odia - 1840
"ସମାନେେ କ୍ରନ୍ଦନ ଉପତ୍ୟକା ଦଇେ ୟାଆନ୍ତି, ଯେଉଁଠି ଏକ ଝରଣା ସୃଷ୍ଟି ହାଇେଛି। ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କ୍ରନ୍ଦନ ଉପତ୍ୟକା ଦେଇ ଯାଆନ୍ତି, ଯେଉଁଠି ଏକ ଝରଣା ସୃଷ୍ଟି ହୋଇଛି। ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।