Psalms 84:7 — Compare Translations
5 translations compared side by side
Odia - 1840
"ସମାନେେ ପ୍ରେତ୍ୟକକ ସିୟୋନ୍ରେ ପରମେଶ୍ବରଙ୍କ ଆଗରେ ଉପସ୍ଥିତ ହବୋ ପର୍ୟ୍ଯନ୍ତ ଲୋକମାନେ ସହରରୁ ସହରକୁ ଭ୍ରମଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପ୍ରତ୍ୟେକ ସିୟୋନରେ ପରମେଶ୍ୱରଙ୍କ ଆଗରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଲୋକମାନେ ସହରରୁ ସହରକୁ ଭ୍ରମଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।