Psalms 84:8 — Compare Translations
5 translations compared side by side
Odia - 1840
"ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବର, ମାରେ ପ୍ରାର୍ଥନା ଗ୍ରହଣ କର। ହେ ୟାକୁବର ପରମେଶ୍ବର, ମାରେ କଥା ଶ୍ରବଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ଵର, କର୍ଣ୍ଣପାତ କର । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର। ହେ ଯାକୁବର ପରମେଶ୍ୱର, ମୋର କଥା ଶ୍ରବଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। [ସେଲା]