Psalms 84:9 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ଆମ୍ଭର ଢ଼ାଲ ସ୍ବରୂପ ଦୃଷ୍ଟିପାତ କର ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆମ୍ଭମାନଙ୍କ ଢାଲ ସ୍ଵରୂପ ପରମେଶ୍ଵର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଆମ୍ଭର ଢାଲ ସ୍ୱରୂପ ଦୃଷ୍ଟିପାତ କର ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।
Odia IRV 2017 (ଓଡିଆ ବାଇବେଲ)
ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।