Psalms 85:1 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ଦୟା ଦଖାଇେଅଛ। ବିଦେଶରେ ୟାକୁବର ଲୋକମାନେ ବନ୍ଦୀ ହାଇେଥିଲେ। ସମାନଙ୍କେୁ ଛଡ଼ାଇ ତାଙ୍କର ନିଜ ଦେଶକୁ ନଇେଆସିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ । ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ଦୟା ଦେଖାଇଅଛ। ବିଦେଶରେ ଯାକୁବର ଲୋକମାନେ ବନ୍ଦୀ ହୋଇଥିଲେ। ସେମାନଙ୍କୁ ଛଡ଼ାଇ ତାଙ୍କର ନିଜ ଦେଶକୁ ନେଇଆସିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।