Psalms 85:10 — Compare Translations

5 translations compared side by side

Odia - 1840
"ସ୍ନହପେୂର୍ଣ୍ଣ କରୁଣା ଓ ବିଶ୍ବସ୍ତତା ଦେଶକୁ ପ୍ରତ୍ଯାବର୍ତ୍ତନ କରେ। ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ଵନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ନେହପୂର୍ଣ୍ଣ କରୁଣା ଓ ବିଶ୍ୱସ୍ତତା ଦେଶକୁ ପ୍ରତ୍ୟାବର୍ତ୍ତନ କରେ। ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।