Psalms 85:11 — Compare Translations

5 translations compared side by side

Odia - 1840
"ପୃଥିବୀର ଲୋକମାନେ ପରମେଶ୍ବରଙ୍କଠାରେ ବିଶ୍ବସ୍ତ ହବେେ ଏବଂ ସ୍ବର୍ଗରେ ପରମେଶ୍ବର ସମାନଙ୍କେର ମଙ୍ଗଳ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି ଧାର୍ମିକତା ସ୍ଵର୍ଗରୁ ଦୃଷ୍ଟିପାତ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱସ୍ତ ହେବେ ଏବଂ ସ୍ୱର୍ଗରେ ପରମେଶ୍ୱର ସେମାନଙ୍କର ମଙ୍ଗଳ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି।