Psalms 85:12 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଉତ୍ତମ ବସ୍ତୁ ପ୍ରଦାନ କରିବେ ଏବଂ ଆମ୍ଭମାନଙ୍କ ଧରଣୀ ଫଳ ଉତ୍ପନ୍ନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଉତ୍ତମ ବସ୍ତୁ ପ୍ରଦାନ କରିବେ ଏବଂ ଆମ୍ଭମାନଙ୍କ ଧରଣୀ ଫଳ ଉତ୍ପନ୍ନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ।