Psalms 85:2 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କର ଅପରାଧ ସବୁ କ୍ଷମା କଲ। ଆଉ ତୁମ୍ଭେ ସମାନଙ୍କେର ପାପସବୁ ପୋଛିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କର ଅପରାଧ ସବୁ କ୍ଷମା କଲ। ଆଉ ତୁମ୍ଭେ ସେମାନଙ୍କର ପାପସବୁ ପୋଛିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। [ସେଲା]