Psalms 85:3 — Compare Translations

5 translations compared side by side

Odia - 1840
"ଆପଣା ସମସ୍ତ କୋର୍ଧରୁ ନିବୃତ୍ତ ହୁଅ। ଆପଣା କୋର୍ଧରେ ପ୍ରଚଣ୍ଡ ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ତତାରୁ ବିମୁଖ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣା ସମସ୍ତ କ୍ରୋଧରୁ ନିବୃତ୍ତ ହେଲ। ଆପଣା କ୍ରୋଧରେ ପ୍ରଚଣ୍ଡ ହେଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।