Psalms 85:4 — Compare Translations
5 translations compared side by side
Odia - 1840
"ହେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବର, ଆମ୍ଭମାନଙ୍କୁ ତୁମ୍ଭ ପାଖକୁ ଫରୋଇ ଆଣ ଏବଂ ଆମ୍ଭ ଉପରେ ଅପ୍ରସନ୍ନ ହବୋ ବନ୍ଦ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର, ଆମ୍ଭମାନଙ୍କୁ ତୁମ୍ଭ ପାଖକୁ ଫେରାଇ ଆଣ ଏବଂ ଆମ୍ଭ ଉପରେ ଅପ୍ରସନ୍ନ ହେବା ବନ୍ଦ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।
Odia IRV 2017 (ଓଡିଆ ବାଇବେଲ)
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।