Psalms 85:5 — Compare Translations

5 translations compared side by side

Odia - 1840
"ତୁମ୍ଭେ କି ସଦାକାଳ ଆମ୍ଭ ଉପରେ କୋର୍ଧିତ ହାଇେ ରହିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କି ସଦାକାଳ ଆମ୍ଭ ଉପରେ କ୍ରୋଧିତ ହୋଇ ରହିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?