Psalms 85:7 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର ଏବଂ ଦଖାଇେ ଦିଅ ୟେ ତୁମ୍ଭେ ଆମ୍ଭକୁ ପ୍ରମେ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର ଏବଂ ଦେଖାଇ ଦିଅ ଯେ ତୁମ୍ଭେ ଆମ୍ଭକୁ ପ୍ରେମ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର।