Psalms 85:8 — Compare Translations
5 translations compared side by side
Odia - 1840
"ସଦାପଭ୍ରୁ ପରମେଶ୍ବର ୟାହା କହିବେ ମୁଁ ଶୁଣିବି। ସେ ପ୍ରତିଜ୍ଞା କରିଛନ୍ତି ୟେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ। ସମାନେେ ପୁନର୍ବାର ମୂର୍ଖତା ଜୀବନୟାପନ କରିବା ପାଇଁ ଫରେି ନ ୟାଆନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ପରମେଶ୍ଵର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱର ଯାହା କହିବେ ମୁଁ ଶୁଣିବି। ସେ ପ୍ରତିଜ୍ଞା କରିଛନ୍ତି ଯେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ। ସେମାନେ ପୁନର୍ବାର ମୂର୍ଖତା ଜୀବନଯାପନ କରିବା ପାଇଁ ଫେରି ନ ଯାଆନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ।