Psalms 85:9 — Compare Translations

5 translations compared side by side

Odia - 1840
"ପରମେଶ୍ବର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ। ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ। ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।
Odia IRV 2017 (ଓଡିଆ ବାଇବେଲ)
ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।