Psalms 86:1 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାରେ ଗୁହାରି ଶୁଣ। ଏବଂ ମାେ ପ୍ରାର୍ଥନାର ଉତ୍ତର ଦିଅ। କାରଣ ମୁଁ ଜଣେ ଦିନହୀନ ନିଃସହାୟ ମଣିଷ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ପ୍ରାର୍ଥନା । ହେ ସଦାପ୍ରଭୋ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ; କାରଣ ମୁଁ ଦରିଦ୍ର ଓ ଦୀନହୀନ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ପ୍ରାର୍ଥନା। ହେ ସଦାପ୍ରଭୁ, ମୋର ଗୁହାରି ଶୁଣ। ଏବଂ ମୋ’ ପ୍ରାର୍ଥନାର ଉତ୍ତର ଦିଅ। କାରଣ ମୁଁ ଜଣେ ଦିନହୀନ, ନିଃସହାୟ ମଣିଷ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ; କାରଣ ମୁଁ ଦରିଦ୍ର ଓ ଦୀନହୀନ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ; କାରଣ ମୁଁ ଦରିଦ୍ର ଓ ଦୀନହୀନ।