Psalms 86:10 — Compare Translations

5 translations compared side by side

Odia - 1840
"ତୁମ୍ଭେ ମହାନ୍ ଓ ଆଶ୍ଚର୍ୟ୍ଯ କର୍ମମାନ କର। ତୁମ୍ଭେ ହିଁ ଏକମାତ୍ର, ପରମେଶ୍ବର ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ । ତୁମ୍ଭେ ଏକମାତ୍ର ପରମେଶ୍ଵର ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟ କର୍ମମାନ କର। ତୁମ୍ଭେ ହିଁ ଏକମାତ୍ର, ପରମେଶ୍ୱର ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ। ତୁମ୍ଭେ ଏକମାତ୍ର ପରମେଶ୍ୱର ଅଟ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ। ତୁମ୍ଭେ ଏକମାତ୍ର ପରମେଶ୍ୱର ଅଟ।