Psalms 86:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ତୁମ୍ଭର ପଥ, ମାେତେ ଶିକ୍ଷା ଦିଅ ଓ ମୁଁ ତୁମ୍ଭପରି ହବୋକୁ ଶିଖିବି। ମାେତେ ତୁମ୍ଭର ନାମକୁ ସମ୍ମାନ ଦବୋରେ ସାହାୟ୍ଯ କର, ୟାହା ମାେ ଜୀବନର ମୁଖ୍ଯ ଜିନିଷ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ତୁମ୍ଭର ପଥ, ମୋତେ ଶିକ୍ଷା ଦିଅ ଓ ମୁଁ ତୁମ୍ଭପରି ହେବାକୁ ଶିଖିବି। ମୋତେ ତୁମ୍ଭର ନାମକୁ ସମ୍ମାନ ଦେବାରେ ସାହାଯ୍ୟ କର, ଯାହା ମୋ’ ଜୀବନର ମୁଖ୍ୟ ଜିନିଷ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।