Psalms 86:12 — Compare Translations
5 translations compared side by side
Odia - 1840
"ହେ ପ୍ରଭୁ, ମାରେ ପରମେଶ୍ବର, ମୁଁ ତୁମ୍ଭକୁ ହୃଦଯ ସହିତ ପ୍ରଶଂସା କରିବି। ମୁଁ ସର୍ବଦା ତୁମ୍ଭ ନାମରେ ଗୌରବ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ମୋʼ ପରମେଶ୍ଵର, ମୁଁ ସର୍ବାନ୍ତଃ-କରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପ୍ରଭୁ, ମୋର ପରମେଶ୍ୱର, ମୁଁ ତୁମ୍ଭକୁ ହୃଦୟ ସହିତ ପ୍ରଶଂସା କରିବି। ମୁଁ ସର୍ବଦା ତୁମ୍ଭ ନାମରେ ଗୌରବ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ମୋʼ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ମୋ’ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।