Psalms 86:13 — Compare Translations

5 translations compared side by side

Odia - 1840
"ମାେ ପ୍ରତି ତୁମ୍ଭର ଦୟା ମହତ୍ ଅଟେ। ତୁମ୍ଭେ ମାେ ଜୀବନକୁ ଶଷୋବସ୍ଥା ମୃତ୍ଯୁ ମୁଖରୁ ଉଦ୍ଧାର କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋʼ ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ପ୍ରତି ତୁମ୍ଭର ଦୟା ମହତ୍ ଅଟେ। ତୁମ୍ଭେ ମୋ’ ଜୀବନକୁ ଶେଷାବସ୍ଥା ମୃତ୍ୟୁ ମୁଖରୁ ଉଦ୍ଧାର କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋʼ ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋ’ ପ୍ରତି ତୁମ୍ଭର ଦୟା ମହତ୍‍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋ’ ପ୍ରାଣକୁ ଉଦ୍ଧାର କରିଅଛ।