Psalms 86:14 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ଗର୍ବୀ ଲୋକମାନେ ମାେତେ ଆକ୍ରମଣ କରିଛନ୍ତି। ଦଳେ ଦୁଷ୍ଟ ଲୋକ ମାେତେ ହତ୍ଯା କରିବାକୁ ଉଦ୍ଯମ କରୁଛନ୍ତି। ଏବଂ ସମାନେେ ତୁମ୍ଭକୁ ସମ୍ମାନ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ଦୁର; ଲୋକଙ୍କ ମଣ୍ତଳୀ ମୋʼ ପ୍ରାଣ ଚାହିଁଅଛନ୍ତି, ସେମାନେ ଆପଣା ଆପଣା ସମ୍ମୁଖରେ ତୁମ୍ଭଙ୍କୁ ରଖି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଗର୍ବୀ ଲୋକମାନେ ମୋତେ ଆକ୍ରମଣ କରିଛନ୍ତି। ଦଳେ ଦୁଷ୍ଟ ଲୋକ ମୋତେ ହତ୍ୟା କରିବାକୁ ଉଦ୍ୟମ କରୁଛନ୍ତି। ଏବଂ ସେମାନେ ତୁମ୍ଭକୁ ସମ୍ମାନ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ଦୁରନ୍ତ ଲୋକଙ୍କ ମଣ୍ଡଳୀ ମୋʼ ପ୍ରାଣ ଚାହିଁଅଛନ୍ତି, ସେମାନେ ଆପଣା ଆପଣା ସମ୍ମୁଖରେ ତୁମ୍ଭଙ୍କୁ ରଖି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ଅହଙ୍କାରୀମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି, ଦୁରନ୍ତ ଲୋକଙ୍କ ମଣ୍ଡଳୀ ମୋ’ ପ୍ରାଣ ଚାହିଁଅଛନ୍ତି, ସେମାନେ ଆପଣା ଆପଣା ସମ୍ମୁଖରେ ତୁମ୍ଭଙ୍କୁ ରଖି ନାହାନ୍ତି।