Psalms 86:15 — Compare Translations

5 translations compared side by side

Odia - 1840
"ହେ ମାରେ ପ୍ରଭୁ, ତୁମ୍ଭେ ସ୍ନହେଶୀଳ ଓ କରୁଣାମଯ ପରମେଶ୍ବର। ତୁମ୍ଭେ ର୍ଧୈୟ୍ଯଶୀଳ, ପ୍ରମେ ଓ ସତ୍ଯତାରେ ପରିପୂର୍ଣ୍ଣ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ଵର, କ୍ରୋଧରେ ଧୀର, ପୁଣି ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କରୁଣାମୟ ପରମେଶ୍ୱର। ତୁମ୍ଭେ ଧୈର୍ଯ୍ୟଶୀଳ, ପ୍ରେମ ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।