Psalms 86:17 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାେତେ ଟିକେ ସୂଚନା ଦିଅ ୟେ, ମାରେ ସବୁ କିଛି ପାଇଁ ଉତ୍ତମ ହାଇପୋରିବ। ମାରେ ଶତ୍ରୁଗଣ ତାହା ଦେଖି ନିରାଶ ହବେେ। ଏଥିରୁ ସମାନେେ ଜାଣିବେ ୟେ ତୁମ୍ଭେ ମାରେ ପ୍ରାର୍ଥନା ଗ୍ରହଣ କଲ ଓ ମାେତେ ସାନ୍ତ୍ବନା କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ; ତହିଁରେ ମୋʼ ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ, ଯେହେତୁ ହେ ପ୍ରଭୋ, ତୁମ୍ଭେ ମୋହର ସାହାଯ୍ୟ ଓ ସାନ୍ତ୍ଵନା କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋତେ ଟିକେ ସୂଚନା ଦିଅ ଯେ, ମୋର ସବୁକିଛି ପାଇଁ ଉତ୍ତମ ହୋଇ ପାରିବ। ମୋର ଶତ୍ରୁଗଣ ତାହା ଦେଖି ନିରାଶ ହେବେ। ଏଥିରୁ ସେମାନେ ଜାଣିବେ ଯେ ତୁମ୍ଭେ ମୋର ପ୍ରାର୍ଥନା ଗ୍ରହଣ କଲ ଓ ମୋତେ ସାନ୍ତ୍ୱନା କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ; ତହିଁରେ ମୋʼ ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ, ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ମୋତେ ସାହାଯ୍ୟ କରିଅଛ ଓ ସାନ୍ତ୍ୱନା ଦେଇଅଛ।
Odia IRV 2017 (ଓଡିଆ ବାଇବେଲ)
ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ; ତହିଁରେ ମୋ’ ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ, ଯେହେତୁ ହେ ସଦାପ୍ରଭୁ, ତୁମ୍ଭେ ମୋହର ସାହାଯ୍ୟ ଓ ସାନ୍ତ୍ୱନା କରିଅଛ।