Psalms 86:2 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭର ଭକ୍ତ, ଦୟାକରି ମାେ ଜୀବନକୁ ରକ୍ଷା କର! ମୁଁ ତୁମ୍ଭର ଦାସ, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭକୁ ବିଶ୍ବାସ କରେ, ତଣେୁ ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ଵରପରାୟଣ; ହେ ମୋହର ପରମେଶ୍ଵର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ଭକ୍ତ, ଦୟାକରି ମୋ’ ଜୀବନକୁ ରକ୍ଷା କର! ମୁଁ ତୁମ୍ଭର ଦାସ, ତୁମ୍ଭେ ମୋର ପରମେଶ୍ୱର। ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ; ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର।
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ; ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର।