Psalms 86:3 — Compare Translations

5 translations compared side by side

Odia - 1840
"ହେ ମାରେ ପ୍ରଭୁ, ମାେ ପ୍ରତି ଦୟା ଦଖାେଅ। ମୁଁ ତୁମ୍ଭଠାରେ ପ୍ରତିଦିନ ପ୍ରାର୍ଥନା କରୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ; କାରଣ ମୁଁ ଦିନଯାକ ତୁମ୍ଭ ନିକଟରେ ଡାକ ପକାଏ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପ୍ରଭୁ, ମୋ’ ପ୍ରତି ଦୟା ଦେଖାଅ। ମୁଁ ତୁମ୍ଭଠାରେ ପ୍ରତିଦିନ ପ୍ରାର୍ଥନା କରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ମୋ’ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।