Psalms 86:4 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ମାେ ଜୀବନ ତୁମ୍ଭ ହସ୍ତରେ ସମର୍ପଣ କରିଛି, ତଣେୁ ମାେତେ ତୁମ୍ଭର ସବକେକୁ ଆନନ୍ଦ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୋ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ମୋ’ ଜୀବନ ତୁମ୍ଭ ହସ୍ତରେ ସମର୍ପଣ କରିଛି, ତେଣୁ ମୋତେ ତୁମ୍ଭର ସେବକକୁ ଆନନ୍ଦ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୋ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
Odia IRV 2017 (ଓଡିଆ ବାଇବେଲ)
ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୁ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।