Psalms 86:5 — Compare Translations

5 translations compared side by side

Odia - 1840
"ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମଯ, ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମୟ, ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।