Psalms 86:6 — Compare Translations
5 translations compared side by side
Odia - 1840
"ହେ ସଦାପଭ୍ରୁ, ମାରେ ପ୍ରାର୍ଥନା ଶୁଣ। ହୃଦଯ ସହକାରେ ମାରେ କରୁଣାମଯ ପ୍ରାର୍ଥନା ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋʼ ନିବେଦନର ରବରେ ମନୋଯୋଗ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ। ହୃଦୟ ସହକାରେ ମୋର କରୁଣାମୟ ପ୍ରାର୍ଥନା ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋʼ ନିବେଦନର ରବରେ ମନୋଯୋଗ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋ’ ନିବେଦନର ରବରେ ମନୋଯୋଗ କର।