Psalms 86:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ବିପଦକାଳରେ ମୁଁ ତୁମ୍ଭକୁ ଡ଼ାକିବି। ମୁଁ ଜାଣେ ତୁମ୍ଭେ ଉତ୍ତର ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି; କାରଣ ତୁମ୍ଭେ ମୋତେ ଉତ୍ତର ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ବିପଦକାଳରେ ମୁଁ ତୁମ୍ଭକୁ ଡାକିବି। ମୁଁ ଜାଣେ ତୁମ୍ଭେ ଉତ୍ତର ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି; କାରଣ ତୁମ୍ଭେ ମୋତେ ଉତ୍ତର ଦେବ।
Odia IRV 2017 (ଓଡିଆ ବାଇବେଲ)
ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି; କାରଣ ତୁମ୍ଭେ ମୋତେ ଉତ୍ତର ଦେବ।