Psalms 86:8 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଦବଗେଣଙ୍କ ମଧ୍ୟରେ ତୁମ୍ଭ ପରି ଆଉ କହେି ନାହିଁ। ତୁମ୍ଭେ ୟାହା କରିଛ କହେି ଏପରି କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଦେବଗଣଙ୍କ ମଧ୍ୟରେ ତୁମ୍ଭ ପରି ଆଉ କେହି ନାହିଁ। ତୁମ୍ଭେ ଯାହା କରିଛ କେହି ଏପରି କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।