Psalms 86:9 — Compare Translations
5 translations compared side by side
Odia - 1840
"ହେ ପ୍ରଭୁ, ତୁମ୍ଭେ ପ୍ରେତ୍ୟକକ ଦେଶଗୁଡ଼ିକୁ ସୃଷ୍ଟି କରିଛ। ସମାନେେ ଆସିବେ ଓ ମଥାନତ ହାଇେ ତୁମ୍ଭ ସମ୍ମୁଖରେ ଛିଡ଼ା ହବେେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପ୍ରଭୁ, ତୁମ୍ଭେ ପ୍ରତ୍ୟେକ ଦେଶଗୁଡ଼ିକୁ ସୃଷ୍ଟି କରିଛ। ସେମାନେ ଆସିବେ ଓ ମଥାନତ ହୋଇ ତୁମ୍ଭ ସମ୍ମୁଖରେ ଛିଡ଼ା ହେବେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।