Psalms 87:1 — Compare Translations
5 translations compared side by side
Odia - 1840
"ପରମେଶ୍ବର ୟିରୁଶାଲମ ପର୍ବତ ଉପରେ ତାଙ୍କର ମନ୍ଦିର ପ୍ରତିଷ୍ଠା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୀତ; କୋରହ-ସନ୍ତାନଗଣର ଗୀତ । ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ- ଶ୍ରେଣୀରେ ସ୍ଥାପିତ ।
Odia Bible ERV 2004 (ପବିତ୍ର ବାଇବଲ)
କୋରହ ସନ୍ତାନଗଣର ଏକ ଗୀତ। ପରମେଶ୍ୱର ଯିରୁଶାଲମ ପର୍ବତ ଉପରେ ତାଙ୍କର ମନ୍ଦିର ପ୍ରତିଷ୍ଠା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ।