Psalms 87:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଇଶ୍ରାୟେଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ବାର ସମୂହକୁ ଅଧିକ ସ୍ନହେ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ଵାରସମୂହକୁ ଅଧିକ ସ୍ନେହ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ୱାର ସମୂହକୁ ଅଧିକ ସ୍ନେହ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି।