Psalms 87:3 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବରଙ୍କ ନଗରୀ, ତୁମ୍ଭ ବିଷଯରେ ଲୋକମାନେ ନାନାବିଧ ଗୌରବର କଥା କୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ଲୋକମାନେ ନାନାବିଧ ଗୌରବର କଥା କୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା]