Psalms 87:4 — Compare Translations
5 translations compared side by side
Odia - 1840
"ପରମେଶ୍ବର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି। ସେ ଜାଣନ୍ତି ତାଙ୍କର ପ୍ରେତ୍ୟକକ ଲୋକ କେଉଁଠାରେ ଜନ୍ମ ହାଇେଥିଲେ। ସହେିମାନଙ୍କ ମଧ୍ଯରୁ ଯେଉଁମାନେ ତାଙ୍କର ସବୋ କରନ୍ତି, ସମାନେେ ମିଶର ଓ ବାବିଲରେ ବାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା ଓ ସୋର ଓ କୂଶକୁ ଦେଖ; ଏହି ଜଣ ସେଠାରେ ଜାତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି। “ସେ ଜାଣନ୍ତି ତାଙ୍କର ପ୍ରତ୍ୟେକ ଲୋକ କେଉଁଠାରେ ଜନ୍ମ ହୋଇଥିଲେ।” ସେହିମାନଙ୍କ ମଧ୍ୟରୁ ଯେଉଁମାନେ ତାଙ୍କର ସେବା କରନ୍ତି, ସେମାନେ ମିଶର ଓ ବାବିଲରେ ବାସ କରନ୍ତି। “ସେମାନଙ୍କ ମଧ୍ୟରୁ କେତେକ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।” ଆଉ ସିୟୋନ ସେମାନଙ୍କର ସମସ୍ତ ନାମକୁ ଜାଣନ୍ତି ପ୍ରତ୍ୟେକ ସେଠାରେ ଜନ୍ମ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।”
Odia IRV 2017 (ଓଡିଆ ବାଇବେଲ)
ମୋ’ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; ଏହି ଜଣ ସେଠାରେ ଜାତ ହେଲା।