Psalms 87:5 — Compare Translations
4 translations compared side by side
Odia - 1840
"ସମାନଙ୍କେ ମଧ୍ଯରୁ କେତକେ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସିୟୋନ ବିଷୟରେ କୁହାଯିବ, ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ; ପୁଣି, ସର୍ବୋପରିସ୍ଥ ସ୍ଵୟଂ ତାହା ସୁସ୍ଥିର କରିବେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;” ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ; ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।”