Psalms 87:6 — Compare Translations
4 translations compared side by side
Odia - 1840
"ଆଉ ସିୟୋନ ସମାନଙ୍କେର ସମସ୍ତ ନାମକୁ ଜାଣନ୍ତି ପ୍ରେତ୍ୟକକ ସଠାେରେ ଜନ୍ମ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ । [ସେଲା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ।” [ସେଲା]