Psalms 87:7 — Compare Translations
5 translations compared side by side
Odia - 1840
"ସହେି ପର୍ବରେ ନର୍ତ୍ତକ ଓ ଗାଯକ କହିବେ। ସମସ୍ତେ ଭଲ ଜିନିଷ ତୁମ୍ଭ ମଧ୍ଯରୁ ଆସେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗାୟକ ଓ ନର୍ତ୍ତକମାନେ କହିବେ, ମୋହର ସବୁ ଝର ତୁମ୍ଭଠାରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପର୍ବରେ ନର୍ତ୍ତକ ଓ ଗାୟକ କହିବେ। “ସମସ୍ତେ ଭଲ ଜିନିଷ ତୁମ୍ଭ ମଧ୍ୟରୁ ଆସେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”
Odia IRV 2017 (ଓଡିଆ ବାଇବେଲ)
ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”