Psalms 88:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ପରମେଶ୍ବର, ତୁମ୍ଭେ ମାରେ ପରିତ୍ରାଣକର୍ତ୍ତା। ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୀତ; କୋରହ-ସନ୍ତାନଗଣର ଗୀତ । ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ଲୀୟନ୍ନୋତ୍ ସ୍ଵରରେ ଇଷ୍ରାହୀୟ ହେମନର ମସ୍କୀଲ୍ । ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ଵର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୁକ୍ତି କରିଅଛି;
Odia Bible ERV 2004 (ପବିତ୍ର ବାଇବଲ)
କୋରହ ସନ୍ତାନଗଣଙ୍କର ଗୀତ। ପ୍ରଧାନ ବାଦ୍ୟକରଙ୍କ ନିମନ୍ତେ ମହଲତ୍ ଲିୟନ୍ନୋତସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍। ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମୋର ପରିତ୍ରାଣକର୍ତ୍ତା। ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ, ମୋ’ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;