Psalms 88:11 — Compare Translations

5 translations compared side by side

Odia - 1840
"ମୃତ କବରରେ ଲୋକମାନେ ତୁମ୍ଭର ବିଶ୍ବସ୍ତତା ବିଷଯରେ କଥା ହାଇପୋରିବେ ନାହିଁ। ମୃତ ଲୋକମାନେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ବିଷଯରେ ପ୍ରଚାର କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ଵସ୍ତତା କି ପ୍ରଚାରିତ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ମୃତ କବରରେ ଲୋକମାନେ ତୁମ୍ଭର ବିଶ୍ୱସ୍ତତା ବିଷୟରେ କଥା ହୋଇ ପାରିବେ ନାହିଁ। ମୃତ ଲୋକମାନେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟରେ ପ୍ରଗ୍ଭର କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ?
Odia IRV 2017 (ଓଡିଆ ବାଇବେଲ)
କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ?