Psalms 88:13 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି। ମାେତେ ସାହାରା ଦିଅ। ପ୍ରେତ୍ୟକକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୁକ୍ତି କରିଅଛି ଓ ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି। ମୋତେ ସାହାରା ଦିଅ। ପ୍ରତ୍ୟେକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋ’ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ।