Psalms 88:15 — Compare Translations
5 translations compared side by side
Odia - 1840
"ମୁଁ ବାଲ୍ଯକାଳରୁ ଦୁଃଖ ଭୋଗ କରି ମୃତ୍ଯୁର ଶଷେ ଆଡ଼କୁ ଆସିଅଛି। ମୁଁ ଭୀଷଣ ଦୁଃଖ ପାଉଅଛି, ୟାହା ତୁମ୍ଭେ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବାଲ୍ୟକାଳରୁ ଦୁଃଖ ଭୋଗ କରି ମୃତ୍ୟୁର ଶେଷ ଆଡ଼କୁ ଆସିଅଛି। ମୁଁ ଭୀଷଣ ଦୁଃଖ ପାଉଅଛି, ଯାହା ତୁମ୍ଭେ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି।